Masthead

ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ । ଦିନକୁ ଦିନ ପ୍ରାକୃତିକ ସମ୍ପଦ କ୍ଷୟ ହେବାରେ ଲାଗିଛି । ଯାହା ପାଇଁ ବନ୍ୟଯନ୍ତୁମାନେ ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି । ଏପରିକି ବନ୍ୟଯନ୍ତୁଙ୍କ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ତେବେ ଆଜିର ଦିନରେ ସମସ୍ତେ ବନ୍ୟପ୍ରାଣୀ ଦିବସ ପାଳିବା ସହ ବନ୍ୟଜନ୍ତୁ ଉପରେ ପ୍ରାକୃତିକ ସମ୍ପଦର ଅସ୍ଥାୟୀ ବ୍ୟବହାରର ପ୍ରଭାବ ନେଇ ସଚେତନତା ସୃଷ୍ଟି କରିବା ଏବଂ ସେମାନଙ୍କ ସହ ଯତ୍ନଶୀଳ ସମ୍ପର୍କକୁ ପ୍ରୋତ୍ସାହିତ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାକୁ ନେଇ ସେ ଏକ ଟ୍ୱିଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ