Masthead

ସିଲ୍‌ ହେଲା ବରମୁଣ୍ଡା HP ପେଟ୍ରୋଲ ପମ୍ପ

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ସିଲ୍‌ ହେଲା ଭୁବନେଶ୍ୱର ବରମୁଣ୍ଡା HP ପେଟ୍ରୋଲ ପମ୍ପ। ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଏହି ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ୍‌। ବୁଧବାର ଏହାକୁ ନେଇ ପ୍ରବଳ ହଙ୍ଗାମା ହୋଇଥିଲା ।

ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ HP କମ୍ପାନି ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି । ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଦ ହେବ ବୋଲି କହିଛନ୍ତି HPର ଏରିଆ ଇନଚାର୍ଜ ଶୁଭବ୍ରତ ଖାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ