Masthead

ଶନିବାର ବନ୍ଦ ରହିବ ଅଦାଲତ

କଟକ(ବଡ଼ ଖବର ବ୍ୟୁରୋ): ଶନିବାର ଦିନ ବନ୍ଦ ରହିବ ଅଦାଲତ । ପ୍ରତ୍ୟେକ ଶନିବାର ଦିନ କାର୍ଯ୍ୟରତ ଥିବା ଉଚ୍ଚ ନ୍ୟାୟାଳୟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। ଏ ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଜାନୁଆରି ୨୯ରେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ବିଜ୍ଞପ୍ତି ଆଧାରରେ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏପରି ସବୁ କାର୍ଯ୍ୟ ଦିବସ ଥିବା ଶନିବାର ଉଚ୍ଚ ନ୍ୟାୟାଳୟ ବନ୍ଦ ରହିବ। ସେହିଭଳି ଭାବେ କାର୍ଯ୍ୟଦିବସ ଥିବା ସମସ୍ତ ଶନିବାର ଦିନ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବ୍ୟୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା