Masthead

ଚାଷୀ ଆନ୍ଦୋଳନକୁ ୧୦୦ ଦିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚାଷୀ ଆନ୍ଦୋଳନକୁ ପୂରିଲା ୧୦୦ ଦିନ । ଏହି ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପାଇଁ ଯୋଜନା କରୁଛନ୍ତି ଆନ୍ଦୋଳନକାରୀ ଚାଷୀ । ଏସବୁ ଭିତରେ ଚାଷୀ ନେତା ରାକେଶ ଟିକାୟତଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଚାଷୀ ଆନ୍ଦୋଳନ ଲମ୍ବା ସମୟ ଧରି ଜାରି ରହିବ। ସରକାର ଦାବି ନମାନିବା ଯାଏଁ ଆନ୍ଦୋଳନ ଜାରି ରହିବାନେଇ କହିଛନ୍ତି ଭାରତୀୟ କିଷାନ ୟୁନିୟନର ନେତା ରାକେଶ ଟିକାୟତ ।

ନୂଆ କୃଷି ଆଇନକୁ ବିରୋଧ କରି ଚାଷୀମାନେ ନଭେମ୍ବର ୨୬ ରୁ ଆନ୍ଦୋଳନ କରିଆସୁଛନ୍ତି । ଅନ୍ୟପଟେ ସରକାର ଓ ଚାଷୀଙ୍କ ମଧ୍ୟରେ ୧୧ରାଉଣ୍ଡ ଆଲୋଚନା ହୋଇସାରିଥିଲେ ମଧ୍ୟ ଏଯାଏଁ ବାହାରି ପାରୁନି ସମାଧାନ । ଏହାସହ ଆସନ୍ତା ୮ତାରିଖ ଦିନ ମହିଳା ମାନେ ଦେଶବ୍ୟାପି ଧାରଣାସ୍ଥଳକୁ ଓହ୍ଲାଇବେ। ଏହି ଦିବସକୁ ମହିଳା କୃଷକ ଦିବସ ଭାବେ ପାଳନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା