Masthead

ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା

କୋରାପୁଟ (ବଡ଼ ଖବର ବ୍ୟୁରୋ): ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା । କୋରାପୁଟ ଜିଲ୍ଲା ଜଲାପୁଟ ୧୫ ନମ୍ବର ବିଏସଏଫ ବାଟାଲିୟନରେ ଜଣେ ଯବାନ ନିଜ ମୁଣ୍ଡରେ ଗୁଳି କରିଛନ୍ତିା କେମ୍ଫରେ ଘଟିଛି ଏହିଭଳି ଘଟଣା । ତେବେ ଯବାନ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ମୃତକ ଜଣଙ୍କ ହେଉଛନ୍ତି, ରାଜସ୍ଥାନର ଯବାନ ଇନ୍ଦର ସିଂ ।

ଯବାନ ଇନ୍ଦର ସିଂଙ୍କୁ ସଙ୍ଗେସଙ୍ଗେ ଲମତାପୁଟ ସ୍ଥିତ ଘରୋଇ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଯବାନ ଜଣଙ୍କ ଇଂଶା ବନ୍ଧୁକ ଲଗାଇ ଗୁଳି କରିଥିବା ଜଣାପଡିଛି । ତେବେ ତାଙ୍କ ଆତ୍ମହତ୍ୟା ପଛରେ କଣ କାରଣ ରହିଛି ତାହା ଜଣାପଡିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ