Masthead

ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ବିରାଟ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ବିଶ୍ୱ ମହିଳା ଦିବସ । ଏହି ଦିବସ ଅବସରରେ ଭାରତୀୟ କ୍ରିକେଟ କ୍ୟାପଟେନ ବିରାଟ କୋହଲି ନିଜ ଝିଅ ଭାମିକା ଓ ପତ୍ନୀ ଅନୁଷ୍କା ଶର୍ମାଙ୍କ ଫଟୋ ପୋଷ୍ଟ କରିଛନ୍ତି ଏବଂ ମହିଳା ଦିବସର ଶୁଭକାମନା ମଧ୍ୟ ଜଣାଇଛନ୍ତି। ବିରାଟ ସୋସିଆଲ ମିଡ଼ିଆରେ ତାଙ୍କ ଝିଅ ଓ ସ୍ତ୍ରୀର ଫଟୋ ସେୟାର କରିଛନ୍ତି । ଅନୁଷ୍କା ତାଙ୍କ ଜୀବନର ସବୁଠାରୁ ଷ୍ଟ୍ରଙ୍ଗ ଲେଡି ଓ ତାଙ୍କ ଝିଅ ବି ତାଙ୍କ ଭଳି ହେଉ ବୋଲି ସେ ଚାହୁଁଛନ୍ତି।

ଫଟୋ ପୋଷ୍ଟ କରି କୋହଲି ଲେଖିଛନ୍ତି, ‘ଶିଶୁ ଜନ୍ମ କଲାବେଳେ ଦେଖିବା ସହଜ କଥା ନୁହେଁ। ଏହା ଅବିଶ୍ୱାସନୀୟ ଏବଂ ଆଶ୍ଚର୍ୟ୍ୟଜନକ ଅନୁଭବ। ଏହି ଦୃଶ୍ୟ ଦେଖିଲେ ଆପଣ ମହିଳାଙ୍କ ଅସଲ ତାକତ ଓ ଦିବ୍ୟତାକୁ ବୁଝି ପାରିବେ ଏବଂ ଭଗବାନ ମହିଳାଙ୍କ ଭିତରେ ଜୀବନ କାହିଁକି ସୃଷ୍ଟି କରିଛନ୍ତି ତାହା ବି ବୁଝି ପାରିବେ। ମହିଳାମାନେ ପୁରୁଷଙ୍କ ତୁଳନାରେ ବହୁତ ମଜବୁତ।’ଅନୁଷ୍କାଙ୍କୁ ମହିଳା ଦିବସର ଶୁଭକାମନା ଜଣାଇ କୋହଲି ଲେଖିଛନ୍ତି, ‘ମୋ ଜୀବନର ସବୁଠାରୁ ମଜବୁତ ଓ ସଫ୍ଟ ହାର୍ଟ ମହିଳାକୁ ମହିଳା ଦିବସର ଶୁଭକାମନା। ତାକୁ ବି ଶୁଭକାମନା ଯିଏ ଭବିଷ୍ୟତରେ ନିଜ ମା’ ଙ୍କ ଭଳି ହେବ। ଦୁନିଆର ସମସ୍ତ ମହିଳାଙ୍କୁ ଶୁଭକାମନା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର