Masthead

ଜଳୁଛି ଆଭ୍ୟନ୍ତରିଣ ଓଡିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଭ୍ୟନ୍ତରିଣ ଓଡିଶାରେ ତାତିର ପ୍ରକୋପ ଜାରି ରହିଛି । ଅନେକ ଜାଗାରେ ଉତ୍ତପ୍ତ ବଢିବାରେ ଲାଗିଛି । ୯ଟି ସ୍ଥାନରେ ଦିନର ତାପମାତ୍ରା ୩୮ଡିଗ୍ରୀ ସେଲସିୟସ ଉପରେ ଅଛି । ସେପଟେ ଉପକୂଳ ଓଡିଶାରେ ଗରମରୁ କିଛି ଆଶ୍ୱସ୍ଥି ମିଳିଛି । ଭୁବନେଶ୍ୱରରେ ତାପମାତ୍ରା ୩୫ଡିଗ୍ରୀ ତଳକୁ ଖସି ଆସିଛି । ଅ।।ଗାମୀ ୩, ୪ ଦିନ ତାପମାତ୍ରା ଏଭଳି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୧୧ତାରୀଖ ବେଳକୁ ଉପକୂଳ ଓଡିଶାରେ ପୁଣୀ ତାତି ବଢିପାରେ ।

ସୋମବାର ଭବାନୀପାଟଣା ଓ ବୌଦ୍ଧରେ ପାରଦ ୩୯ଡିଗ୍ରୀ ଛୁଇଁଛି । ଝାରସୁଗୁଡ଼ା ତାପମାତ୍ରା ୩୮.୨, ସମ୍ବଲପୁର ୩୮.୪, ସୁନ୍ଦରଗଡ଼ ୩୮, ହୀରାକୁଦ ୩୮.୫, ତାଳଚେର ୩୭.୧, ବଲାଙ୍ଗିର ୩୮.୨, ମାଲକାନଗିରି ୩୮.୫, ଟିଟିଲାଗଡ଼ ୩୭.୨, ସୋନପୁର ୩୮.୨ ଡିଗ୍ରୀ ରହିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ