Masthead

କରୋନା କାଳରେ ରବିବାର ପାଠପଢା ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏପ୍ରିଲରୁ ସ୍କୁଲରେ ରବିବାର କ୍ଲାସ୍ ବନ୍ଦ ।  ରିଭିଜନ କ୍ଲାସ୍ ଚାଲିବ । ରବିବାର କ୍ଲାସ୍ ହେବନି। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋର୍ସ ଶେଷ ହୋଇ ଆସିଲାଣି ବୋଲି ମନ୍ତ୍ରୀ କହିଛନ୍ତି, । ତେଣୁ ରେଗୁଲାର କ୍ଲାସ୍ ଆବଶ୍ୟକ ନାହିଁ। ପିଲାଙ୍କ ସଂଖ୍ୟା ମଧ୍ୟ ସ୍କୁଲରେ ଧୀରେ ଧୀରେ କମିବାକୁ ଲାଗିଲାଣି। ଏବେ ସେଲ୍ଫଷ୍ଟଡି ଉପରେ ପିଲାମାନେ ଗୁରୁତ୍ୱ ଦେଉଛନ୍ତି।

କିଛିଦିନ ତଳେ ସକାଳୁଆ ସ୍କୁଲରେ ସମୟ ବଦଳିଥିଲା। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ କ୍ଲାସ୍ ହେବାନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ଗଣଶିକ୍ଷା ବିଭାଗ ସୂଚନା ଦେଇଥିଲା। ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ବୋଲି ନିଷ୍ପତ୍ତି ହୋଇଥିଲା। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିଥିବା ସ୍କୁଲ ସମୟ ବଦଳିବା ନେଇ ମଧ୍ୟ ପୂର୍ବରୁ ଚର୍ଚ୍ଚା ହେଉଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ