Masthead

ଅଫଲାଇନ୍ ଶିକ୍ଷାରୁ ବଞ୍ଚିତ ଆଇଆଇଏମସି ଛାତ୍ରଛାତ୍ରୀ

ଢେଙ୍କାନାଳ (ବଡ଼ ଖବର): ସାରା ଦେଶରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଯଦିଓ କରୋନାର ଭୟ ଏଯାଏଁ ଯାଇ ନାହିଁ ତଥାପି କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେଧିରେ କମିବା ପରେ ସମସ୍ତ ଶିକ୍ଷାନୁଷ୍ଠାନମାନ ଖୋଲିଛି । ଏହାମଧ୍ୟରେ ଅନଲାଇନ କ୍ଲାସ ବଦଳରେ ଅଫଲାଇନ କ୍ଲାସ ମଧ୍ୟ ଆରମ୍ଭ ହୋଇଛି ।

ଅନ୍ୟପଟେ ଓଡ଼ିଶାର ଅନେକ ଆଞ୍ଚଳିକ ଏବଂ ଜାତୀୟ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିସାରିଛି । କିନ୍ତୁ ଆଇଆଇଏମ୍ସି ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନରୁ ସିଧାସଳଖ ଶ୍ରେଣୀଗୃହ ଶିକ୍ଷା ଗ୍ରହଣ କରିବାରୁ ବଞ୍ଚିତ ହେଉଛନ୍ତି । ଏହାର ସମାଧାନ ଦିଗରେ କିଛି ପଦକ୍ଷେପ ଗ୍ରହଣ କରୁନାହାନ୍ତି କି, ଏ ସଂକ୍ରାନ୍ତରେ କିଛି ବି ଆଲୋଚନା କରୁ ନାହାନ୍ତି ।

ତେଣୁ ଛାତ୍ରଛାତ୍ରୀମାନେ ବାଧ୍ୟ ହୋଇ ଶ୍ରେଣୀ ବର୍ଜନ କରିବା ନିଷ୍ପତ୍ତି ନେଇଛନ୍ତି । ୨୦୨୦-୨୧ ଓଡ଼ିଆ ସାମ୍ବ।।ଦିକତା ବିଭାଗର ଛାତ୍ରଛାତ୍ରୀଙ୍କ ଆବେଦନକୁ ଅଣଦେଖା କରାଯାଉଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୨୪ ଘଣ୍ଟା ବିତିଯାଇଛି ତଥାପି କୌଣସି ପ୍ରତିଉତ୍ତର ମିଳିପାରି ନାହିଁ । ଯେପର୍ଯ୍ୟନ୍ତ ଏହାର ସମାଧାନ ହୋଇନାହିଁ ସେ ପର୍ଯ୍ୟନ୍ତ ଆମେ କୌଣସି କ୍ଲାସରେ ଯୋଗ ଦେବୁ ନାହିଁ ବୋଲି ଛାତ୍ରଛାତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ