Masthead

ଜାଗର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ପବିତ୍ର ମହାଶିବରାତ୍ରି ବା ଜାଗର ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ୍ କରି କହିଛନ୍ତି, ପ୍ରଭୁ ମହାଦେବଙ୍କ କୃପା ଓ ଆଶୀର୍ବାଦରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି