Masthead

ଟିକା ନେଲେ ପ୍ରଧାନମନ୍ତ୍ରୀଙ୍କ ମା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ଗୁରୁବାର ଦିନ କରୋନା ଟିକାର ପ୍ରଥମ ଡୋଜ ନେଲେ । ଏହି ଖବର ନିଜେ ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଲୋକଙ୍କୁ ଟିକା ନେବା ପାଇଁ ମଧ୍ୟ କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟର ସେୟାର କରି କହିଛନ୍ତି, ମୁଁ ଖୁସି ଯେ ମୋ ମା’ ଆଜି କୋଭିଡ-୧୯ ଟିକା ଗ୍ରହଣ କରିଛନ୍ତି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ, ତୁମ ଆଖପାଖରେ ଯେଉଁମାନେ ଟିକା ନେବାକୁ ଯୋଗ୍ୟ ଅଟନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତୁ ଏବଂ ଟିକା ନେବାକୁ ଉତ୍ସାହିତ କରନ୍ତୁ । ଏହା ପୂର୍ବରୁ ମାର୍ଚ୍ଚ ୧ରେ କରୋନା ଟିକାର ପ୍ରଥମ ଡୋଜ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିଲ୍ଲୀର ଏମ୍ସରେ ତାଙ୍କୁ କରୋନା ଟିକାର ପ୍ରଥମ ଡୋଜ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି