Masthead

ବର୍ଷା ହେବ, ଉତ୍ତାପ କମିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ଉତ୍ତାପ । ତେଣେ ଜଙ୍ଗଲ ଜଳୁଛି । ମଣିଷ ସହ ଜୀବଜନ୍ତୁ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି । ଆଶ୍ୱସ୍ତିର କଥା ଆସନ୍ତା ୧୩ ରୁ ବର୍ଷା ହେବ ବୋଲି ପାଣିବାଗ ବିଭାଗ ପୁର୍ବାନୁମାନ କରିଛି । କାଳବୈଶାଖୀ ପାଇଁ ଅନୁକୂଳ ବାତ୍ତାବରଣ ସୃଷ୍ଟି ହୋଇଥିବାରୁ ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ଆଶା କରାଯାଉଛି ।୭ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ।

ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ୭ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି । ୧୨ ଓ ୧୩ ତାରିଖରେ ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ପଦକ୍ଷପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଝାରସୁଗୁଡା , ସୁନ୍ଦରଗଡ , ଅନୁଗୁଳ , କେନ୍ଦୁଝର , ମୟୁରଭଞ୍ଜ , ବାଲେଶ୍ୱର ,ଓ ଭଦ୍ରକ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ଚିଠି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା