Masthead

ଭଦ୍ରକରେ ୧୪୪ ଜାରି, ଫୋର୍ସ ମୁତୟନ

ଭଦ୍ରକ(ବଡ଼ ଖବର ବ୍ୟୁରେ): ଭଦ୍ରକରେ ବସ ସିଣ୍ଡିକେଟକୁ ନେଇ ଦୀର୍ଘ ଦିନ ହେବ ବିବାଦ ଲାଗି ରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ଲାଗିଥିବା ବିବାଦ ଶନିବାର ଦିନ ଚରମ ସୀମାରେ ପହଞ୍ଚିଥିଲା । ପରିସ୍ଥିତି ବିଗିିଡିବା ଆଗରୁ ଜିଲ୍ଲା ପ୍ରଶାସନ ୧୪୪ ଧାରା ଜାରି କରିଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି । ପରିସ୍ଥିତି ପ୍ରତି ଜିଲ୍ଲାର ବରିଷ୍ଠ ପ୍ରଶାସନ ଅଧିକାରୀମାନେ ନଜର ରଖିଛନ୍ତି ।

ଏମିତିକି ସିଣ୍ଡିକେଟର ଦୁଇ ଗୋଷ୍ଠି ମଧ୍ୟରେ ବହୁ ବିବାଦ ଲାଗିରହିଛି । ଏହି ବିବାଦକୁ ଦୃଷ୍ଟିରେ ରଖି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ତରଫରୁ କଟକଣା ସ୍ୱରୂପ ୧୪୪ ଧାରା ଜାରି କରାଯାଇଛି । ତେବେ ଏହି କଟକଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସୂଚନା ମିଳିଛି । ବସ ସିଣ୍ଡିକେଟ ପରିସରରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ