Masthead

୧୧ ଜିଲ୍ଲାରେ ଘଡ଼ଘଡ଼ିି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖସିପାରେ ଦିନର ତାପମାତ୍ରା ।୧୧ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରପଡା, କଟକ ଓ ଜଗତସିଂହପୁରରେ ଘଡଘଡି ସହ ବର୍ଷା ହୋଇପାରେ ।

ଉତର ଆଭ୍ୟନ୍ତରିଣ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରିଣ ଓଡିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି । ସମ୍ବଲପୁର ଜିଲ୍ଲାରେ ସର୍ବାଧିକ ୩୦ ମିମିମ ବର୍ଷା ହୋଇଥିବା ରେକର୍ଡ଼ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ