Masthead

ମର୍ମନ୍ତୁଦ ଦୁର୍ଘଟଣା, ୬ ମୃତ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ଅଟୋକୁ ଟ୍ରକ ଧକ୍କା । ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ରବିବାର ସକାଳୁ ସକାଳୁ ଘଟିଛି ଏହି ଭୟଙ୍କର ସଡକ ଦୁର୍ଘଟଣା । ସଙ୍ଗେ ସଙ୍ଗେ ଗୁରୁତର ମାନଙ୍କୁ ସ୍ଥାନୀୟ ବିଜୟୱାଡା ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଆନୁସାରେ, ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଅଟୋକୁ ଟ୍ରକ ଧକ୍କା ଦେବାରୁ ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଛି, ୭ ଜଣ ଗୁରୁତର ଆହତ ହୋଇଛନ୍ତି । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି । ଟ୍ରକଟି ଦ୍ରୁତଗତିରେ ଆସି ଅଟୋକୁ ଧକ୍କା ଦେବାରୁ ଘଟିଛି ଏହି ଦୁର୍ଘଟଣା । ଅନ୍ୟପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ