Masthead

୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତକାଲି ପରି ଆଜି ବି ବିଧାନସଭା ଅଧିବେଶନରେ ଘଟିଥିଲା ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏଁ ଗୃହକୁ କରାଯାଇଛି ମୁଲତବୀ । ଗୃହରେ ଆଜି ବିରୋଧି ଦଳ ନେତା ଉଠାଇଥିଲେ ମଣ୍ଡି ପ୍ରସଙ୍ଗକୁ ନେଇ । ଆରମ୍ଭରୁ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହୋହଲ୍ଲା କରିଥିଲେ ବିରୋଧି । ବିଧାୟକ ମାନଙ୍କୁ ନିଜ ସିଟକୁ ଯିବା ପାଇଁ ବାରମ୍ବାର ଅନୁରୋଧ କରିଥିଲେ ବାଚସ୍ପତି ।

ମାତ୍ର ସ୍ଥିତି ଅସମ୍ଭାଳ ହେବାରୁ ଗୃହକୁ ପ୍ରଥମେ ୧୧.୩୦ ପର୍ଯ୍ୟନ୍ତ ମୁଲତବି କରିଥିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ସୁବାସ ପାଣିଗ୍ରାହୀଙ୍କୁ କ୍ଷମା ପ୍ରସଙ୍ଗକୁ ନେଇ ପୁଣି ତେଜିଥିଲା ହଟ୍ଟଗୋଳ । ସର୍ବଦଳୀୟ ବୈଠକ ଲାଗି ବିରୋଧି ଅଡି ବସିଥିଲେ । ଫଳରେ ବାଚସ୍ପତି ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ କରିଛନ୍ତି ମୁଲତବୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ