Masthead

ଖଟିଆରେ ବୁହାହେଲେ ଗର୍ଭବତୀ ମହିଳା

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଖଟିଆରେ ବୁହା ହେଲେ ଗର୍ଭବତୀ ମହିଳା । ମାନବିକତା ଦେଖାଇଲେ ୧୦୮ କର୍ମଚାରୀ । ଏଭଳି ଘଟଣାଟି ଆସିଛି କେନ୍ଦୁଝର ଜିଲ୍ଲାର ଗୌୟଳ ମୁଣ୍ଡା ଗ୍ରାମପଞ୍ଚାୟତ କନ୍ତଳା ଗ୍ରାମରେ । ସେହି ଗ୍ରାମର ସୀତା ବିରୁଆ ନାମକ ଜଣେ ଗର୍ଭବତୀ ମହିଳାଙ୍କ ଅବସ୍ଥା ଗୁରୁତ ହେବାରୁ ୧୦୮ ଆମ୍ବୁଲାନ୍ସକୁ ଫୋନ କରାଯାଇଥିଲା ।  ଉକ୍ତ ଗାଁରେ ଭଲ ରାସ୍ତା ନଥିବାରୁ ତାଙ୍କୁ ଖଟିଆରେ ବୁହା ହେବା ଭଳି ପରିସ୍ଥିତି ମଧ୍ୟ ଉପୂଜିଥିଲା ।

ତେବେ ଆମ୍ବୁଲାନ୍ସରେ ଆସିଥିବା ଇଏମଟି କେଦାର ନାଥ ମହାନ୍ତ , ହେଲ୍ପର ଭରତ ମହାନ୍ତ ଓ ଡ୍ରାଇଭର ରଞ୍ଜିତ ମହାନ୍ତ ଷ୍ଟ୍ରେଚର ଧରି ରୋଗୀଙ୍କୁ ୨କିମି ପଯ୍ୟନ୍ତ ବୋହି ଆଣିଥିଲେ । ଅନ୍ୟପଟେ ଗର୍ଭବତୀ ମହିଳା ଠାକୁରମୁଣ୍ଡା ଗୋଷ୍ଠୀସ୍ୱାସ୍ଥ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି