Masthead

ରାଜଧାନୀରେ ଟ୍ରାନ୍ସଫର୍ମର ଫାଟି ୪ ଗରୁତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଫାଟିଲା ଟ୍ରାନ୍ସଫର୍ମର । ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ଓମଫେଡ ଅଫିସ ସମ୍ମୁଖରେ ଘଟଛି ଭୟଙ୍କର ବିସ୍ଫୋରଣ । ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଟ୍ରାନ୍ସଫର୍ମର ତଳେ ଜଳଖିଆ ଦୋକାନ ଦେଇଥିବା ବାପା ପୁଅ ଗୁରୁତର ହୋଇଛନ୍ତି ।

ବାପା ପୁଅ ସମତେ ଦୋକାନରେ କାମ କରୁଥିବା ଆଉ ୨ଜଣ ମଧ୍ୟ ଆହତ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ, କେଉଁ କାରଣରୁ ବିସ୍ଫୋରଣ ଘଟିଲା ପୋଲିସ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା