Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ରାୟଗଡ଼ା ଭିଜିଲାନ୍ସ ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ ୪ ଜଣିଆ ଟିମ ରାୟଗଡ଼ା କସ୍ତୁରୀ ନଗର ବାଲାଜି ଟାୱାରସ୍ଥିତ ବାସ ଭବନରେ ଚଢ଼ାଉ ଜାରି ରଖିଛନ୍ତି। ଚଢ଼ାଉ ବେଳେ ନଗଦ ଟଙ୍କା ସହ ଏଟିଏମ କାର୍ଡ ଓ କିଛି କାଗଜପତ୍ର ଭିଜିଲାନ୍ସ ବିଭାଗ ଜବତ କରିଛି ।

ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଶଶୁରଙ୍କ ଲିଙ୍କରେ ଏହି ଚଢ଼ାଉ ଚାଲିଛି । ଖରିଆର ରେଞ୍ଜର ଥିବା ତାଙ୍କ ଶଶୁର ସଦାନନ୍ଦ ସୁନାନୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲୁଥିବା ବେଳେ ଏହି ଲିଙ୍କରେ ରାୟଗଡ଼ା, କଳାହାଣ୍ଡି ସମେତ ୬ଟି ସ୍ଥାନରେ ଚଢ଼ାଉ ଚାଲୁଥିବା ଭିଜିଲାନ୍ସ ବିଭାଗ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼