Masthead

‘ଦେଶରେ କେବଳ ବେରୋଜଗାରି, ଦାରିଦ୍ର୍ୟ ବଢିଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର କେନ୍ଦ୍ର ସରକାରଙ୍କ ଉପରେ ଢେର ବର୍ଷିିଛନ୍ତି । କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିବାକୁ ଯାଇ ସେ କହିଛନ୍ତି, ଦେଶରେ କେବଳ ବେରୋଜଗାରି ବଢିଛି । ମୁଦ୍ରସ୍ଫିତି ହ୍ରାସ ପାଇବା ସହ ଦାରିଦ୍ର ହାର ବଢିଛି । କେନ୍ଦ୍ର ସରକାର କ’ଣ ବୃଦ୍ଧି କରିଛନ୍ତି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି ।

ଦେଶରେ କରୋନା ପୂର୍ବରୁ ମଧ୍ୟବିତ୍ତ ପରିବାର ଥିଲେ ୯.୯ କୋଟି । ଏବେ ଏହି ସଂଖ୍ୟା ୬.୬ କୋଟିକୁ ହ୍ରାସ ପାଇଛି । ୨୦୧୧ ରୁ ୨୦୧୯ ମଧ୍ୟରେ ୫.୭ କୋଟି ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟବିତ୍ତ ପରିବାକୁ ଉନ୍ନିତ ହୋଇଥିଲେ । ଏହି ପରିବାରର ଦୌନିକ ରୋଜଗାର ଥିଲା ୨ ଆମେରିକୀୟ ଡଲାର ଅର୍ଥାତ ୧୫୦ ଟଙ୍କା । ଏବେ ଏହା ହ୍ରାସ ପାଇଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ