Masthead

ଚିନ୍ତା ବଢାଉଛି କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮ ଶହ ୪୬ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ୪ ମାସ ମଧ୍ୟରେ ଏହା ସର୍ବାଧିକ ସଂକ୍ରମଣ ବୋଲି ଜଣାପଡ଼ିଛି । ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪ କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣଙ୍କର ମୃତ୍ୟୁ ହୋଇଛି ।

ମହାରାଷ୍ଟ୍ରରେ ମୋଟ ସଂକ୍ରମଣ ମାମଲା ୬୦ ପ୍ରତିଶତ ରହିଛି । ମଧ୍ୟପ୍ରଦେଶରେ ସଂକ୍ରମଣ ବଢିବାରୁ ରାଜ୍ୟ ସରକାର ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି । ଦିଲ୍ଲୀରେ ମଧ୍ୟ ଦିନକରେ ୮୧୩ ନୂଆ ମାମଲା ଚିହ୍ନଟ ହୋଇଛି । କେନ୍ଦ୍ର ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ଯେ ୮ ରାଜ୍ୟରେ ଲଗାତାର ସଂକ୍ରମଣ ବଢୁଛି । ମହାରାଷ୍ଟ୍ରରେ ସଂକ୍ରମଣ ସଂଖ୍ୟା ବଢୁଥବାବେଳେ କେରଳରେ ସଂକ୍ରମଣ କମୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା