Masthead

ଏପ୍ରିଲ ମାସ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ଦିନକୁ ଦିନ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏପ୍ରିଲ ମାସ ପାଇଁ ଗାଇଡଲାଇନ ଜାରି କରିଛନ୍ତି । କୋଭିଡ କଟକଣାକୁ କଡାକଡି ଭାବେ ପାଳନ କରିବାକୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ।

ଏହା ଛଡା କୋଭିଡ ନିୟମ ପାଳନ ପାଇଁ ରାଜ୍ୟ ଗୁଡିକରେ କଡା ପଦକ୍ଷେପ ନିଅନ୍ତୁ ବୋଲି କହିଛନ୍ତି କେନ୍ଦ୍ର ସରକାର । ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ନିୟମକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟ୍ ପ୍ରୋଟୋକଲକୁ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି କଣ୍ଟେନମେଣ୍ଟ ଜୋନକୁ ସଠିକ ଭାବେ ଚିହ୍ନଟ କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ଅଞ୍ଚଳରେ ଜିଲ୍ଲା ପ୍ରଶାସନ କଟକଣା ଲଗାଇ ପାରିବେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା