Masthead

ସ୍ୱାମୀ ସାଜିଲା ସୈତାନ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ସ୍ୱାମୀ ନୁହେଁ ସୌଦାଗର । ପ୍ରେମ କରି ବାହା ହେଲେ, ଦେହ ବପାରରେ ଲଗାଇ ଦେଲେ । ବିରୋଧ କରିବାରୁ ନିସ୍ତୁକ ମାଡ ମାରୁଥିଲେ । ଜୀବନରେ ମାରିଦେବାକୁ ଧମକ ଦେଉଥିଲେ । ସ୍ତ୍ରୀ ସବୁ ସହି ଯାଉଥିଲେ । ହେଲେ ସ୍ୱାମୀ ସାଜିଥିଲା ସୈତାନ । ଅଧିକ ଆୟ କରିବା ଆଳରେ ସ୍ତ୍ରୀଙ୍କୁ ବାଧ୍ୟ କରୁଥିଲା ପର ପୁରୁଷଙ୍କ ସହ ସମ୍ପର୍କ ରଖିବାକୁ । ଏଭଳି କାମ କରିବାକୁ ସ୍ତ୍ରୀ ରାଜି ନହେବାରୁ ପ୍ରତିଦିନ ତାଙ୍କ ସ୍ବାମୀ ତାଙ୍କୁ ମାଡମାରୁଥିଲେ । ସ୍ୱାମୀଙ୍କ ଅତ୍ୟାଚାରର ସବୁ ସୀମା ଟପି ଯାଇଥିଲା । ମହିଳା ଜଣଙ୍କ ଥାନାରେ ଯାଇ ଏତେଲା ଦେଇଥିଲେ ।

ଏତଲା ପରେ ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ,ଫୁଲବାଣୀ ତୁମୁଡିବନ୍ଧ ଅଞ୍ଚଳର ମହିଳା ଜଣକ ୧୦ ବର୍ଷ ପୂର୍ବେ ଚନ୍ଦ୍ରଶେଖରପୁର ଅଞ୍ଚଳକୁ କାମ କରିବାକୁ ଆସିଥିଲେ । ସେହି ସମୟରେ ପଦ୍ମାବତୀ ବିହାରର ଅଟୋ ଚାଳକ ଚନ୍ଦନ ଆଚାର୍ଯ୍ୟଙ୍କ ସହ ଦେଖା ହେଲା । ଚନ୍ଦନ ସମ୍ପୃକ୍ତ ମହିଳାଙ୍କୁ ନିଜ ପ୍ରେମ ଜାଲରେ ଫଶାଇ ବାହା ହୋଇଥିଲା । ପ୍ରଥମ ୨ବର୍ଷ ସେମାନଙ୍କର ପରିବାର ହସ ଖୁସିରେ ଚାଲିଥିଲା । ପରେ ଚନ୍ଦନ ସ୍ତ୍ରୀଙ୍କୁ ଦେହ ବ୍ୟବସାୟ କାର୍ଯ୍ୟ କରିବାକୁ ବାଧ୍ୟ କରିଥିଲା ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା