Masthead

ଅମୀର ଖାନଙ୍କୁ କରୋନା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିିନକୁ ଦିନ ବୃଦ୍ଧି ପାଉଛି । ଅନେକ ବଲିଉଡ ଷ୍ଟାର ଏଥିରେ ସଂକ୍ରମିତ ହେଲେଣି । ତେବେ ଅଭିନେତା ଅମୀର ଖାନଙ୍କ ସାମ୍ପୁଲ ମଧ୍ୟ ଆଜି ପଜିଟିଭି ଆସିଛି । ଏନେଇ ଅମୀରଙ୍କ ମୁଖପାତ୍ର କହିଛନ୍ତି ଅମୀର ଖାନ କୋଭିଡ଼ ପଜିଟିଭ ସଂକ୍ରମିତ ହୋଇଛନ୍ତି । ସେ ଏବେ ଘରେ ହୋମ କ୍ୱାରେଣ୍ଟାଇନ ଅଛନ୍ତି ଏବଂ ସେ ସମସ୍ତ କୋଭିଡ ପ୍ରୋଟକଲ ଅନୁସରଣ କରୁଛନ୍ତି । ବିଗତ କିଛିଦିିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସତର୍କତା ସହିତ ନିଜର ପରୀକ୍ଷା କରିନିଅନ୍ତୁ ।

ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ସତୀଶ କୌସିକ ମଧ୍ୟ ସଂକ୍ରମିତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏହା ପୂର୍ବରୁ ବଲିଉଡ ଷ୍ଟାର ମନୋଜ ବାଜପେୟୀ, ସିଦ୍ଧାନ୍ତ ଚତୁର୍ବେଦୀ,ରଣବୀର କପୁର, ବରୁଣ ଧାୱନ,ଅନୁପମ ଖେର,ଅମିତାଭ ବଚ୍ଚନ,ଅଭିଶେକ ବଚ୍ଚନ,ଐଶର୍ଯ୍ୟା ରାୟ ଆଦି ସଂକ୍ରମିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା