Masthead

ପରମବୀରଙ୍କୁ ଅଦାଲତି ଝଟକା

ନୂଆଦିଲ୍ଲୀ( ବଡ଼ ଖବର ବ୍ୟୁରୋ): ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଉପରେ ପରମବୀର ସିଂଙ୍କ ଅଭିଯୋଗ ଅତ୍ୟନ୍ତ ଗମ୍ଭୀର ତେଣୁ ପରମବୀର ସିଂ ବମ୍ବେ ହାଇକୋର୍ଟରେ ତାଙ୍କ ପିଟିସନ ଦାଖଲ କରିବା ଉଚିତ୍।

ଜଷ୍ଟିସ କୌଉଲ,ଜଷ୍ଟିସ ଆର ସୁବାଷ ରେଡ୍ଡୀଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଏହି ଆବେଦନର ଶୁଣାଣି କରିଛନ୍ତି। ଧାରା ୨୨୬ ଅନୁଯାୟୀ ବମ୍ୱେ ହାଇକୋର୍ଟରେ ଆବେଦନ କରିବାକୁ କୋର୍ଟ କହିଛନ୍ତି। ତେବେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ ସୁପ୍ରିମକୋର୍ଟଙ୍କ ଆବେଦନ ପ୍ରତ୍ୟାହାର କରି ବମ୍ବେ ହାଇକୋର୍ଟ ଯିବେ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ