Masthead

ଭୋଗ ଖାଇ ଅସୁସ୍ଥ

ଅନୁଗୁଳୁ (ବଡ଼ ଖବର ବ୍ୟୁରୋ): ଭୋଗ ଖାଇ ୧୦୦ ରୁ ଅଧିକ ଲୋକ ଅସୁସ୍ଥ । ଅନୁଗୋଳ ଜିଲ୍ଲା ଅନ୍ତୁଳିଆ ପଞ୍ଚାୟତ ରୋଡ଼ସିଙ୍ଗା ଗାଁରେ ଭୋଗ ଖାଇ ୧୦୦ ରୁ ଅଧିକ ଲୋକ ଅସୁସ୍ଥ । ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି ଗାଁ ଲୋକେ। ଡାକ୍ତରୀ ଟିମ ଚିକିତ୍ସା ଜାରି ରଖିଛନ୍ତି ।

ଗାଁରେ ଆୟୋଜିତ ହୋଇଥିଲା ମେଳା । ସେହି ମେଳାରେ ଗ୍ରାମବାସୀ ଭୋଗ ଖାଇ ରୋଗରେ ପଡିଛନ୍ତି । ଅନେକ ଲୋକ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଗାଁରେ ପହଞ୍ଚିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଟିମ।ଚାଲିଛି ଚିକିତ୍ସା। ଅଧିକାଂଶଙ୍କୁ ଘରେ ଚିକିତ୍ସା କରାଯାଉଛି। ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତି ପର୍ଯ୍ୟନ୍ତ ସମସ୍ତେ ରୋଗରେ ଆକ୍ରାନ୍ତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା