Masthead

ଆରପାରି ରେ ମହେନ୍ଦ୍ର ଦାସ ଓରଫ ଭିକୁ ସେଠ

କଟକ: ପୁରଖା ଯାତ୍ରା ଅଭିନେତା ମହେନ୍ଦ୍ର ଦାସ ଓରଫ ଭିକୁ ସେଠ ଆଉ ନାହାନ୍ତି। ଶୁକ୍ରବାର ଦିନ ଚୌଦ୍ବାର ସ୍ଥିତ ବାସଭବନ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା, କଟକକୁ ଡାକ୍ତରଖାନା ନେବା ବାଟରେ ତାଙ୍କ ମୃତ୍ୟୁ ହୋଇଛି ।
ମହେନ୍ଦ୍ର ଦାସ ଭିଲେନ ଚରିତ୍ରରେ ମଂଚକୁ ଆସିବା ପରେ ଦର୍ଶକଙ୍କ ତାଳିରେ ଫାଟି ପଡୁଥିଲା ପୁରା ପରିବେଶ ।
ଜନ ଆଦୃତ ଯାତ୍ରା ’ଶାଗୁଣା ବସିଛି ଡେଣା ମେଲାଇ’ରୁ ତାଙ୍କୁ ପ୍ରସିଦ୍ଧି ମିଳିଥିଲା । ଏହି ଯାତ୍ରାରେ ଭିକୁସେଠ ଭାବେ ତାଙ୍କ ଚରିତ୍ର ଓ ଡାଏଲଗକୁ ଆଜିଯାଏଁ ମନେ ରଖିଛନ୍ତି ଦର୍ଶକ ।
ଯଲିଉଡର ଏହି ଚର୍ଚ୍ଚିତ କଳାକାର ପ୍ରାୟ ୩୦ ବର୍ଷ ଧରି ଯାତ୍ରା ମଂଚରେ ରାଜ୍ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି