କରୋନା କବଳରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ରାଜଧାନୀରେ ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନକୁ ବ୍ୟାପିଲାଣି କରୋନା । ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ ର ଜଣେ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଭାଇସ୍ ପ୍ରିନ୍ସିପାଲ ଉପେନ୍ଦ୍ର ସିଂଙ୍କ ସୂଚନା ଅନୁସାରେ, ପୂର୍ବରୁ ଛାତ୍ରଙ୍କ ବାପା ପଜିଟିଭ ଚିହ୍ନଟ ହୋଇଥିଲେ। ଛାତ୍ର ଜଣକ ଶନିବାର ପରୀକ୍ଷା ଦେଇ ଯାଇଛନ୍ତି।

ଏହାପରେ ରବିବାର ରାତି ୧୦ ଟାରେ ତାଙ୍କ ବାପା ଫୋନ କରି ନିଜେ କୋଭିଡ ପଜିଟିଭ ହୋଇଥିବା ଜଣାଇଲେ। ଟେଷ୍ଟିଂରୁ ପିଲାଟିର ରିପୋର୍ଟ ପଜିଟିଭ ଆସିଥିବା ବେଳେ ମା’ର ରିପୋର୍ଟ ନେଗେଟିଭ ଆସିଛି। ସେପଟେ ଗୁରୁବାର ବିଦ୍ୟାଳୟର ଅନ୍ୟ ଛାତ୍ରଛାତ୍ରୀଙ୍କ ନମୁନା ପରୀକ୍ଷା କରାଯାଇଛି । ରାଜଧାନୀର ସମସ୍ତ କେନ୍ଦ୍ରୀୟ ବିଦ୍ୟାଳୟରେ ବିଏମସି ପକ୍ଷରୁ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ଟେଷ୍ଟିଂ କରାଯିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’