Masthead

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ ୩ ଗୁରୁତର

ଶ୍ରୀନଗର (ବଡ଼ ଖବର): ଶ୍ରୀନଗର ଲାଭାପୋରା ନିକଟରେ ସିଆରପିଏଫ୍ ପାଟ୍ରୋଲିଂ ଗାଡି ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଜଣେ  ଯବାନ ପ୍ରାଣ ହରାଇଥିବାବେଳେ ୩ ଜଣ ଯବାନ ଆହତ ହୋଇଛନ୍ତି।

ସିଆରପିଏଫ ମୁଖପାତ୍ର କହିଛନ୍ତି ଯେ ସେ ଡ୍ୟୁଟିରେ ଥିବାବେଳେ ମାଓବାଦୀମାନେ ଇ-୭୩ ବାଟାଲିୟନକୁ ଟାର୍ଗେଟ କରିଥିଲେ। ଗୁରୁବାର ଦ୍ୱିପ୍ରହର ସମୟରେ ସିଆରପିଏଫ୍ର ଏକ ଟିମ୍ ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ଆତଙ୍କବାଦୀମାନେ ପାଟ୍ରୋଲିଂ ଗାଡି ଉପରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ଜଣେ ଯବାନଙ୍କର ମୃତ୍ୟୁ ଘଟିଛି ଏବଂ ୩ ଜଣ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣ ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛ। ଏହି ଆକ୍ରମଣରେ ଲଶ୍କର-ଇ- ତୋଇବା ସମ୍ପୃକ୍ତଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି