Masthead

ଚକ-ଅଖ ବନ୍ଦ, ଜରୁରୀ ସେବା ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଭାରତ ବନ୍ଦ । କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦର ଡାକରା ଦେଇଛନ୍ତି କୃଷକ ସଂଗଠନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ଆଜି ବନ୍ଦ ପାଳନ କରୁଛନ୍ତି ଚାଷୀ ସଂଗଠନ । କୃଷକ ମୋର୍ଚ୍ଚ ତରଫରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ସମର୍ଥନ କରିଛନ୍ତି ବିଭିନ୍ନ ରାଜନୈତିକ ଦଳ । ଓଡ଼ିଶାରେ ମଧ୍ୟ ବନ୍ଦକୁ ଦୃଷ୍ଟିରେ ରଖି ସ୍କୁଲ କଲେକୁ ଛୁଟି ଘୋଷଣା କରାଯାଇଛି ।

ରାଜ୍ୟର କଂଗ୍ରେସ ଓ ବାମଦଳ ଚାଷୀଙ୍କ ଏହି ବନ୍ଦ ଡାକରାକୁ ସମର୍ଥନ କରିଛନ୍ତି । ଦିଲ୍ଲୀର ସୀମାରେ ଚାଷୀମାନେ ଜାରି ରଖିଥିବା ଆନ୍ଦୋଳନକୁ ଆଜି ୪ମାସ ପୂରିଛି । ତଥାପି ସମସ୍ୟାର ସମାଧାନ ହୋଇପାରୁନଥିବାରୁୂ ଆଜି କୃଷକ ସଂଗଠନ ଭାରତ ବନ୍ଦ ଡାକରା ଦେଇଛିା ବନ୍ଦର ପ୍ରଭାବରେ ଦେଶର ସମସ୍ତ ସଡକ, ରେଳ ପରିବହନ ସମତେ ଦୋକାନ , ବଜାର ଓ ସର୍ବସାଧାରଣ ସ୍ଥାନ ବନ୍ଦ ରହିଛି। କିନ୍ତୁ ଜରୁରୀ ସେବା ଜାରିରହିଛି ବୋଲି କୃଷି ସଂଗଠନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ