Masthead

କୁର୍ତମଗଡ଼ ବଜାର ରେ ମାଓ ପୋଷ୍ଟର ।

ତୁମୁଡିବନ୍ଧ: ଆଜି ସକାଳୁ ତୁମୁଡିବନ୍ଧ ଥାନା ଅନ୍ତର୍ଗତ କୁର୍ତମଗଡ଼ ବଜାର ରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି | ଏହି ପୋଷ୍ଟର ରେ ବଜରଙ୍ଗ ଦଳ ର ପୂର୍ବତନ ସଭାପତି ପ୍ରକାଶ ମାଝୀ ହତ୍ୟା କାରୀ ଭାବେ ପୂର୍ବତନ ସରପଞ୍ଚ ଶିରୀଶ ମଳିକ କୁ ଦୋଷୀ କରାଯିବା ସହିତ ପ୍ରଜାକୋର୍ଟ ରେ ଦଣ୍ଡ ଦେବାପାଇଁ ଚେତାବନୀ ଦିଆଯାଇଛି | ଗତବର୍ଷ ସ୍ବର୍ଗତ ପ୍ରକାଶ ଙ୍କୁ ଦୁର୍ବୁତ୍ତ ମାନେ ଅତି ନିର୍ମମ ଭାବେ ହତ୍ୟା କରିଥିଲେ । ସେହି ସମୟରେ ପରିବାର ଲୋକ ମଧ୍ୟ ପୂର୍ବତନ ସରପଞ୍ଚ ଙ୍କୁ ଏହାର ଷଡଯନ୍ତ୍ର କାରୀ କହିଥିଲେ । ଏହି ପୋଷ୍ଟର ଯୋଗୁଁ ସ୍ଥାନୀୟ ଅଞ୍ଚଳ ରେ ଭୟ ର ବାତାବରଣ ଦେଖାଦେଇଛି. ପୋଲିସ ଘଟଣା ର ତଦନ୍ତ କରୁଛି କହିଛନ୍ତି ତୁମୁଡିବନ୍ଧ ଥାନା ଅଧିକାରୀ |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼