Masthead

ମହାମହିମ ରାଷ୍ଟ୍ରପତି ଅସୁସ୍ଥ

ନୂଆଦିଲ୍ଲୀ ( ବଡ଼ ଖବର ବ୍ୟୁରୋ): ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ । ହଠାତ ଛାତିରେ ଯନ୍ତ୍ରଣା କାରଣରୁ  ଶୁକ୍ରବାର ଦିନ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ ସୂଚନା ଅନୁସାରେ, ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

କିଛିଦିନ ତଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶା ଆସିଥିଲେ। ସେ ଓଡିଶା ଆସି ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କୁ ବହୁ ଗୁରୁତ୍ୱପୂର୍ଣ୍ଣ ଉପଦେଶମାନ ମଧ୍ୟ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା