Masthead

୨୪ ଘଣ୍ଟାରେ ଓଡ଼ିଶାରେ ୨୩୪ କରୋନା ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଲାଣି ।ଗତକାଲି ଭଳି ଆଜି ବି ରାଜ୍ୟରେ ୨୦୦ ଡେଇଁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

କରୋନାର ନୂଆ ହବ୍ ପାଲଟିଥିବା ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨,କଟକରୁ ୨୯,ଅନୁଗୋଳରୁ ୩ ,ବାଲେଶ୍ୱରରୁ ୩, ବରଗଡ଼ରୁ ୨୪, ଭଦ୍ରକରୁ ୮, ବଲାଙ୍ଗିରରୁ ୧୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୭, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୫, ପୁରୀରୁ ୬, ରାୟଗଡ଼ାରୁ ୨ .ସମ୍ବଲପୁରରୁ ୧୧ ,ସୁନ୍ଦରଗଡ଼ରୁ ୧୫ ଓ ଷ୍ଟେଟ୍ ପୁଲ୍ରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ କେନ୍ଦୁଝର,ଦେବଗଡ଼, ଢେଙ୍କାନାଳ, ନୟାଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ୨୩୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୯,୬୯୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୬,୪୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ୧୩୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ