ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କରୋନା ପଜିଟିଭ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ କରୋନା । ଏନେଇ ଟୁଇଟକରି ସୂଚନା ଦେଇଛନ୍ତି ନିଜେ ସଚିନ । ତାଙ୍କ ପାଖରେ ସାମାନ୍ୟ କରୋନା ଲକ୍ଷଣ ଦେଖାଦେଇଥିଲା । ପରେ ସେ ନିଜର ଚିକିତ୍ସା ଆରମ୍ଭ କରିଦେଇଛନ୍ତି । କରୋନା ପଜିଟିଭ ଚିହ୍ନଟ ପରେ ନିଜକୁ ସଙ୍ଗରୋଧରେ ରଖିଛନ୍ତି ସଚିନ । ଏହାସହ କରୋନାର ସମସ୍ତ ଗାଇଡଲାଇନ ପାଳନ କରୁଥିବା ନେଇ ସୂଚନା ଦେଇଛନ୍ତି ତେନ୍ଦୁଲକର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ