Masthead

ଅପରାହ୍ନ ୩ଟା ସୁଦ୍ଧା ପଶ୍ଚିମବଙ୍ଗରେ ୫୫.୭୬ ପ୍ରତିଶତ ଓ ଆସାମରେ ୪୭.୯୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନର ୩୦ ଟି ଆସନରେ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ, ୭୩ ଲକ୍ଷରୁ ଅଧିକ ଭୋଟର ୧୯୧ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରିବେ। ନିର୍ବାଚନ ଆୟୋଗଙ୍କ କହିବା ଅନୁଯାୟୀ, ଅପରାହ୍ନ ୩ ଟା ପର୍ଯ୍ୟନ୍ତ ୫୫.୭୬ ପ୍ରତିଶତ ମତଦାନ ହୋଇଥିବା ଜଣାଯାଇଛି।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ମମତା ବାନାର୍ଜୀ ଭୋଟ ପାଇଁ ଲୋକଙ୍କୁ ନିବେଦନ କରିଥିଲେ। ଅନ୍ୟପଟେ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନର ୪୭ ଟି ଆସନରେ ମତଦାନ ଚାଲିଛି । ଆସାମରେ ଅପରାହ୍ନ ୩ ଟା ସୁଦ୍ଧା ୪୭.୯୩ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ମେ ୨ ରେ ଫଳାଫଳ ଘୋଷଣା କରାଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି