Masthead

ଆରପାରି ରେ ବରିଷ୍ଠ ଅଭିନେତା ଅଜିତ ଦାସ ।

ଭୁବନେଶ୍ୱର ୧୩।୦୯: ଆରପାରି ରେ ବରିଷ୍ଠ ଅଭିନେତା ଅଜିତ ଦାସ ।
ଓଡିଆ ଫିଲ୍ମ ଜଗତର ବରିଷ୍ଠ ଅଭିନେତା ଅଜିତ ଦାସଙ୍କ ପରଲୋକ ହୋଇଛି । ୭୧ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଅଜିତ ଦାସଙ୍କ ପରଲୋକ ହୋଇଛି । କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇଥିଲେ ଅଜିତ ଦାସ । ମୟୁରଭଞ୍ଜ କରଞ୍ଜିଆରେ ଅଜିତ ଦାସଙ୍କ ଜନ୍ମସ୍ଥାନ । ହାକିମବାବୁ ଚଳଚିତ୍ର ତାଙ୍କୁ ବେଶ ପରିଚୟ ଦେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା