Masthead

ଜଳିଗଲା ଲକ୍ଷ ଲକ୍ଷ ଟଙ୍କାର ମେଡିସିନ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଳିଗଲା ଲକ୍ଷ ଲକ୍ଷ ଟଙ୍କାର ମେଡିସିନ । ଏଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ପୌରାଞ୍ଚଳ ଅନ୍ତର୍ଗତ ଚାନ୍ଦୁରା ମସାଣିରେ । ଜଣେ ଅଜଣା ବ୍ୟକ୍ତି ଟ୍ରାକ୍ଟର ସାହାଯ୍ୟରେ ଆସି ମେଡିସିନକୁ ଫୋପାଡ଼ି ନିଆଁ ଲଗାଇ ଚମ୍ପଟ ମାରିଥିଲେ । ଗ୍ରାମବାସୀମାନେ ସନ୍ଦେହ କରି ସେହି ସ୍ଥାନକୁ ଯାଇ ଦେଖିଲେ ବିଭିନ୍ନ ପ୍ରକାରର ଔଷଧ, ସାଲାଇନ ଏବଂ ପ୍ରୋଟିନ ପାଉଡର ସବୁ ଜଳୁଛି ।

ଏତେ ମାତ୍ରାରେ ମେଡ଼ିସିନ ଜଳୁଥିବାର ଦେଖି ଥାନା ଏବଂ ସ୍ୱାସ୍ଥ୍ୟ ବିଭାଗ ପ୍ରଶାସନକୁ ଜଣାଇଥିଲେ । କିନ୍ତୁ ସେମାନଙ୍କର କାହାର ବି ଦେଖାନାହିଁ । ଏହି ଘଟଣା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଯାଇଛି । ସେଥିରେ କିଛି ଏକ୍ସପାଇଆର ମେଡ଼ିସିନ ଏବଂ କିଛି ଭଲ ମେଡ଼ିସିନ ଥିବାର ଦେଖିବାକୁ ମିଳିଥିଲା । ଏହି ସବୁକୁ ଜିଲ୍ଲା ଡ୍ରଗ ଇନସିପେକ୍ଟର ଦୃଷ୍ଟି ଦେବାକୁ ଦାବୀ କରିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା