Masthead

ସୁରଟରେ ଲାଗୁ ହେଲା ୧୪୪

ସୁରଟ (ବଡ଼ ଖବର ବ୍ୟୁରୋ): ସୁରଟରେ ଲାଗୁ ହେଲା ୧୪୪ ଧାରା । କରୋନାକୁ ଦୃଷ୍ଟିରେ ରଖି ଏହି ଧାରା ଜାରି କରାଯାଇଛି । ଅନ୍ତିମ ସଂସ୍କାର ଓ ବିବାହ ଉତ୍ସବକୁ କଟକଣା ମୁକ୍ତ କରାଯାଇଛି । ସାଧାରଣ ସ୍ଥାନରେ ୪ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ମଙ୍ଗଳବାର ଠାରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ ।

ରାଲି ଓ ଶୋଭାଯାତ୍ରା ଉପରେ କଟକଣା ଜାରି କରାଯାଇଛି । ନିୟମ ଉଲ୍ଲଙ୍ଘନ କଲେ କଡା କର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । ଗୁଜୁରାଟରୁ ଆସୁଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ କେସ ସୁରଟରୁ ଆସୁଛି । ସୁରଟରେ ୨୪ ଘଣ୍ଟା ମଧ୍ୟରେ ୬୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨ଜଣଙ୍କର ମୃତ୍ୟୁ ହୋଇଛି । ସେପଟେ ସୁରଟରେ ବଢୁଥିବା ସଂକ୍ରମିତ ଓଡ଼ିଶା ପାଇଁ ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା