Masthead

ଟି -୨୦ ଦଳର ଅଧିନାୟିକା କରୋନା ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା କବଳରେ ଭାରତୀୟ ମହିଳା ଟି -୨୦ ଦଳର ଅଧିନାୟିକା ହରମନପ୍ରୀତ । ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ ସେ କୋଭିଡ ଟେଷ୍ଟ କରାଇଥିଲା । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ମାର୍ଚ୍ଚ ୧୭ ରେ ପଞ୍ଚମ ଓଡିଆଇରେ ଆହତ ହେବା ପରେ ଲଷ୍ନୌରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି -୨୦ ସିରିଜରେ ଖେଳି ନ ଥିଲେ ହରମନପ୍ରୀତ । ସୋମବାର ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହେବା ପରେ କରୋନା ପରୀକ୍ଷା କରାଇଥିଲେ।

ମଙ୍ଗଳବାର ସକାଳେ ରିପୋର୍ଟ ପଜିଟିଭ ଆସିଛି । ଚାରିଦିନ ହେବ ତାଙ୍କର ସାମାନ୍ୟ ଜ୍ୱର ହୋଇଥିଲା । ତେଣୁ ପରୀକ୍ଷା କରିବା ଭଲ ବୋଲି ସେ ଭାବିଥିଲେ। ସେ ଖୁବଶୀଘ୍ର ସୁସ୍ଥ ହେବା ଉଚିତ ବୋଲି ସାଥୀ ଖେଳାଳିମାନେ କହିଛନ୍ତି । ହରମନପ୍ରୀତ କହିଛନ୍ତି ଯେ ଦକ୍ଷିଣ ଆଫ୍ରିକା ସିରିଜରେ ସେ ନିୟମିତ କରୋନା ପରୀକ୍ଷା କରାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା