Masthead

ଫାରୁକ୍ ଅବଦୁଲ୍ଲାଙ୍କୁ କରୋନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନ୍ୟାସନାଲ କନଫରେନ୍ସ ସଭାପତି ଫାରୁକ୍ ଅବଦୁଲ୍ଲାଙ୍କୁ କରୋନା । ମଙ୍ଗଳବାର ତାଙ୍କ ପୁଅ ତଥା ଜାମ୍ମୁ କାଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ସୂଚନା ଦେଇଛନ୍ତି । ଓମାର କହିଛନ୍ତି ଯେ ସେ ପରିବାର ଅନ୍ୟ ସଦସ୍ୟଙ୍କ ଠାରୁ ନିଜକୁ ଦୂରେଇର୍ôଖବେ ।

ଗତ କିଛିଦିନ ହେବ ସେମାନଙ୍କ ସହ ଯୋଗାଯୋଗରେ ଆସିଥିବା ସମସ୍ତଙ୍କୁ ବାଧ୍ୟତାମୂଳକ ସତର୍କତା ଅବଲମ୍ବନ କରିବାକୁ ଓମାର ଅନୁରୋଧ କରିଛନ୍ତି । ଫାରୁକ୍ କହିଛନ୍ତି ତାଙ୍କ ବାପା କୋଭିଡ୧୯ ପରୀକ୍ଷା କରିଛନ୍ତି । କିଛି ଲକ୍ଷଣ ତାଙ୍କଠି ଦେଖାଦେଇଛି । ଯେପର୍ଯ୍ୟନ୍ତ ପରିବାରର ସମସ୍ତ ଳସଦସ୍ୟ ପରୀକ୍ଷା ନକରିଛୁ ସେ ପର୍ଯ୍ୟନ୍ତ ଅନ୍ୟ କାହାସହିତ ମିଶିବୁ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି