ଓଡ଼ିଆ ଡାକ୍ତରଙ୍କ କରାମତି, ରାଷ୍ଟ୍ରପତିଙ୍କ ଅପରେସନ ସଫଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର କରାଯାଇଛି ବାଇପାସ ସର୍ଜରୀ । ସର୍ଜରୀ ସଫଳ ହୋଇଛି ବୋଲି ସୂଚନା ମିଳିଛି । ମଙ୍ଗଳବାର ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ସର୍ଜରୀ କରାଯାଇଥିଲା । ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତିଙ୍କର କରିଛନ୍ତି ସର୍ଜରୀ ।

ଗତ ୨୬ ତାରିଖରେ ରାଷ୍ଟ୍ରପତି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଫଳରେ ତାଙ୍କୁ ପ୍ରଥମେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଦିଲ୍ଲୀ ଏମ୍ସକୁ କରାଯାଇଥିଲା ସ୍ଥାନାନ୍ତର । ଡାକ୍ତରମାନେ ଦୁଇଦିନ ନିରୀକ୍ଷଣ କରିବା ପରେ ବାଇପାସ ସର୍ଜରୀ କରିବା ଲାଗି ଏମ୍ସ ଡାକ୍ତର ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ