Masthead

ସ୍ବତନ୍ତ୍ର ଓଡ଼ିଶାକୁ ପୂରିବ ୮୩ ବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ପାହିଲେ ଉତ୍କଳ ଦିବସ । ରାଜ୍ୟ ପାଳନ କରିବ ୮୩ ତମ ଉତ୍କଳ ଦିବସ । ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରଜ୍ୟ । ୧୯୩୬ ମସିହାରେ ଏପ୍ରିଲ ୧ ରେ ସ୍ୱତନ୍ତ୍ର ଉତ୍କଳ ଗଠନ ଲାଗି ଓଡ଼ିଶାର ବରପୁତ୍ରମାନେ ଅଣ୍ଟା ଭିଡିଥିଲେ । ସେହି ବରପୁତ୍ରମାନଙ୍କ ମଧ୍ୟରେ ସର୍ବାଗ୍ରେ ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ । ତାଙ୍କୁ ସହଯୋଗର ହାତ ବଢାଇଥିଲେ ମୟୂରଭଞ୍ଜର ରାଜା କୃଷ୍ଣଚନ୍ଦ୍ର ଗଜପତି, ଫକୀରମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ସମେତ ଅନ୍ୟମାନେ ।

ଓଡ଼ିଶାକୁ ଭାଷାଭିତ୍ତିକ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଉତ୍କଳ ଦିବସ ପାଳନ ଲାଗି କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଛି । ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ଲାଗି ଏପ୍ରିଲ ୧ ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା