Masthead

ବିମାନ ବନ୍ଦରରେ କୋଭିଡ ଟେଷ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ସେଥିପାଇଁ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କର ଦିଲ୍ଲୀ ବିମାନ ବନ୍ଦର‌ରେ ନମୁନା ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ରିପୋର୍ଟ ପଜିଟିଭ୍‌ ଆସିଲେ ଯାତ୍ରୀମାନଙ୍କୁ ବାଧ୍ୟତାମୂଳକ ଭାବେ ‘କ୍ୱାରେଣ୍ଟିନ୍‌’ରେ ରଖାଯିବ । ଏନେଇ ସୂଚନା ଦେଇଛନ୍ତି ସରକାରୀ ଅଧିକାରୀ । ଖାଲି ବିମାନ ବନ୍ଦର ନୁହେଁ ରେଳ ଓ ବସ୍‌ ଷ୍ଟେସନ୍‌ରେ ମଧ୍ୟ ଏଭଳି ପରୀକ୍ଷା କରାଯିବ।

‘ଦିଲ୍ଲୀ ଏୟାର୍‌ପୋର୍ଟ ଅଥରିଟି’ ଟ୍ୱିଟର‌ରେ ସେୟାର‌ କରିଛନ୍ତି । ସରକାରଙ୍କ ଆଦେଶ ଅନୁସାରେ, ‘ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ’ ହଠାତ୍‌ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ରାଜ୍ୟମାନଙ୍କରୁ ଆସୁଥିବା ଯାତ୍ରୀମାନଙ୍କର ‘ରାଣ୍ଡମ୍‌ କୋଭିଡ୍‌-୧୯ ଟେଷ୍ଟିଙ୍ଗ୍‌’ କରିବେ। ନମୁନା ସଂଗ୍ରହ ପରେ ଯାତ୍ରୀମାନଙ୍କୁ ଛାଡ଼ି ଦିଆଯିବ। କିନ୍ତୁ, ଯେଉଁ ଯାତ୍ରୀମାନଙ୍କର ନମୁନା ପରୀକ୍ଷା ଫଳାଫଳ ‘ପଜିଟିଭ୍‌’ ଆସିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିୟମାନୁସାରେ ସେମାନଙ୍କୁ ବାଧ୍ୟତାମୂଳକ ଭାବେ ‘କ୍ୱାରେଣ୍ଟିନ୍‌’ରେ ରଖାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ