Masthead

ଚୀନ ସ୍କାନର ରେ ଭାରତର 10 ହଜାର ପ୍ରମୁଖ ବ୍ୟକ୍ତି !

ଦିଲ୍ଲୀ :ଚୀନର ଆଇଟି କମ୍ପାନୀ ଗୁଇନ୍ଦା ସାଜି ଭାରତ ର ପ୍ରମୁଖ ୧୦ ହଜାର ବ୍ୟକ୍ତିଙ୍କ ଖବର ସଂଗ୍ରହ କରି ନଜର ରଖିଛି ଚୀନ | ଏହି ତାଲିକା ରେ ଦେଶର ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ,ରାଜନେତା ,କ୍ରୀଡ଼ାବିତ ,ଗଣମାଧ୍ୟମ ର ସମ୍ପାଦକ ,ଏବଂ ଅନେକ ବରିଷ୍ଠ ବ୍ୟକ୍ତି ରହିଛନ୍ତି| ଏହି ତାଲିକା ରେ ଓଡିଶାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନାଁ ଥିବା ଖବର ଜାତୀୟ ଗଣମାଧ୍ୟମ ରେ ପ୍ରକାଶ ପାଇଛି|

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି