Masthead

ସରକାରୀ ସ୍ଲୁଲରେ ପଢିଲେ ପାଇବ ଏଇସବୁ ସୁବିଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ସରକାରୀ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ୍‌ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ୧୫% ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ମେଡିକାଲ୍‌ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ ୧୫% ସଂରକ୍ଷଣ ନେଇ କିଛିଦିନ ତଳେ ବିଧାନସଭାରେ ସଂକଳ୍ପ ପାରିତ ହୋଇଥିଲା। ହାଇ ପାଓ୍ୱାର କମିଟିର ସୁପାରିଶ ଅନୁସାରେ ବିଧାନସଭାରେ ସଂକଳ୍ପ ଅଣାଯାଇଥିଲା। ମୁଖ୍ୟମନ୍ତ୍ରୀ ଏହି ସଂକଳ୍ପ ଆଗତ କରିଥିଲେ। ସରକାରୀ ସ୍କୁଲରେ ପଢ଼ିବା ଲାଗି ଉତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। କିଛି ମାସ ପୂର୍ବରୁ ଏନେଇ ରାଜ୍ୟ ସରକାର ପ୍ରସ୍ତାବ ଆଣିଥିଲେ। ପ୍ରସ୍ତାବର ସମୀକ୍ଷା ପାଇଁ ହାଇ ପାଓ୍ୱାର କମିଟି ଗଠନ କରାଯାଇଥିଲା। କମିଟିର ରିପୋର୍ଟ ଅନୁସାରେ, ସଂକଳ୍ପ ଅଣାଯାଇଥିଲା ଓ ବିଧାନସଭାରେ ଏହା ପାରିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି