Masthead

ମାଉସୀ ମା’ ମନ୍ଦିରରେ ଲୁଟ୍

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ମାତିଲେ ଲୁଟେରା । କିଛି ଦିନ ହେବ ଲୁଟେରାମାନେ ବିଭିନ୍ନ ଦୋକାନକୁ ଟାର୍ଗେଟ କରି ସଫଳ ହୋଇଥିଲେ । ଏବେ ସେମାନଙ୍କ ଟାର୍ଗେଟରେ ମନ୍ଦିର । ବଡଦାଣ୍ଡ ବଳଗଣ୍ଡି ନିକଟରେ ଥିବା ମାଉସୀ ମା’ ମନ୍ଦିରରେ ପଶି ଦୁବୃର୍ତ୍ତମାନେ କଳାକନା ବୁଲେଇ ଦେଇଛନ୍ତି । ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟର ତାଲା କାଟି ଲୁଟେରାମାନେ ମନ୍ଦିର ଭିତରେ ପଶିଥିଲେ ।

ପରେ ଭିତରେ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ କରିଥିଲେ । ମନ୍ଦିରର ହୁଣ୍ଡି ଭାଙ୍ଗି ପ୍ରାୟ ୩୦ ହଜାର ଟଙ୍କା ଲୁଟି ନେଇଥିବା ଆଶଙ୍କା କରାଯାଇଛି । ସେପଟେ ଭିତର ଆଲମିରା ଭାଙ୍ଗି ମା’ଙ୍କ ରୁପା ଅଳଙ୍କାର ଓ ଦାତା ଦେଇଥିବା ଶାଢୀ ଚୋରି କରି ନେଇଯାଇଛନ୍ତି । ଖବର ପାଇ କୁମ୍ଭାରପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି