Masthead

ନେତା ବାଣ୍ଟିଲେ ନବୀନ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଇଛନ୍ତି । ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂ, ଉମାକାନ୍ତ ସାମନ୍ତରାୟ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ପିପିଲି ଏନ୍ଏସି ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଥିବା ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼