Masthead

ଶିଶୁ ପାଇଁ କାଳ ହେଲା ଗୁଗଲ ସର୍ଚ୍ଚ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଡାକ୍ତରଙ୍କ ଅନଲାଇନ ଇଂଜେକସନ ଯୋଗୁଁ ଶିଶୁ ପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ପାପଡାହାଣ୍ଡି ବ୍ଲକ ନିଳାବତୀ ଗୁଡା ଗ୍ରାମର ପ୍ରଶାନ୍ତ ବିଶୋଇ ଓ ପତ୍ନୀ ଅମ୍ରିତା ବିଶୋଇଙ୍କ ୬ ମାସ ତଳେ ଏକ ଶିଶୁ ପୁତ୍ର ଜନ୍ମ ହୋଇଥିଲା । ଜନ୍ମ ହେବା ପରେ ଅମ୍ରିତା ନିଜ ପୁଅ ଶ୍ରୀଅଂଶ ବିଶୋଇକୁ ନେଇ ବାପ ଘରେ ୬ ମାସ ହେଲା ରହୁଥିଲେ । ହଠାତ ରାତିରେ ପୁଅର ଦେହ ଖରାପ ହୋଇଥିଲା।

ପରେ ବାପା ଓ ମାଆ ପୁଅକୁ ନେଇ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇଥିଲେ । ସେଠାରେ ଚିକିତ୍ସା ସମୟରେ ଡାକ୍ତର ସନଲପ ପଟ୍ଟନାୟକ ଶିଶୁକୁ ଚିକିତ୍ସା କରିବା ନେଇ ଅନଲାଇନରେ ଇଂଜେକସନ ଦେଖି ଡ୍ୟୁଟିରେ ଥିବା ନର୍ସଙ୍କୁ ଶିଶୁକୁ ଇଂଜେକସନ ଦେବାପାଇଁ କହିଥିଲେ । ଇଂଜେକସନ ଦେବାର କିଛି ସମୟ ପରେ ଶିଶୁଟିର ଜୀବନ ଚାଲି ଯାଇଥିବା ପରିବାର ଲୋକେ କହିଛନ୍ତି। ଶିଶୁଟି ମରିଯିବା ପରେ ଡାକ୍ତର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ