Masthead

ବନ୍ଦ ଘରୁ ମାଆ ଝିଅଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ ): ଘର ଭିତରୁ ମାଆ,ଝିଅଙ୍କ ମୃତ ଦେହ ଉଦ୍ଧାର । ସମ୍ବଲପୁର ଜିଲ୍ଲା କିସିଣ୍ଡାରେ ବନ୍ଦ ଘରୁ ମାଆ ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି । ।ମୃତକ ଦ୍ବୟ ହେଲେ ମାଆ ସୁଜାତା ପଟେଲ (୪୦) ଏବଂ ଝିଅ ରଶ୍ମୀ ପଟେଲ (୧୪) । କିସିଣ୍ଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ହତ୍ୟା ବୋଲି ସନ୍ଦେହ କରାଯାଉଛି।

ମଙ୍ଗଳବାର ଦିନଠୁ ସ୍ବାମୀ କିଶୋର ପଟେଲ ବଡ଼ଝିଅ ଓ ବାପା ମାଙ୍କୁ ନେଇ ସୁନ୍ଦରଗଡ଼ ଯାଇଥିଲେ । ସେଠାରେ ଏକ ବିବାହ ଉତ୍ସବରେ ଯୋଗଦେଇ ଆଜି ଫେରିଥିବା ବେଳେ, ବନ୍ଦ ଘରେ ମାଆ ଝିଅଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ