Masthead

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ କରୋନା ପଜିଟିଭ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ରାତିରେ ସେ ଇନଷ୍ଟାଗ୍ରାମ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଆଲିଆ ଲେଖିଛନ୍ତି ଯେ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ସେ ତାଙ୍କ ଘରେ ଏକାନ୍ତବାସରେ ଅଛନ୍ତି। ସେ ଡାକ୍ତରଙ୍କ ପରାମର୍ଶ ମାନି ସମସ୍ତ ପ୍ରକାର ସୁରକ୍ଷିତ ପଦକ୍ଷେପ ଆପଣାଇଛନ୍ତି। ତା’ ସହିତ ସେ ତାଙ୍କର ଫ୍ୟାନମାନଙ୍କୁ ଭଲ ପାଇବା ଓ ସମର୍ଥନ ପାଇଁ ଧନ୍ୟବାଦ ଦେଇଛନ୍ତି ଏବଂ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା